• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2023: ଭଲ ଖବର ମିଳିବ, ଦୀର୍ଘ ଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ, ବୁଧବାର। ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୨ୟା ନିଶାନ୍ତ ୦୪.୩୦ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ

Pisces

ମୀନ

Wednesday 19 Jul 2023

ପୂ, ଭାଦ୍ରପଦ- ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଦାଂପତ୍ୟ ଜୀବନରେ ମଧୁରତା ବଢିବ । ଅଫିସରେ କର୍ମଚାରୀଙ୍କ ଉପରେ  ବିରକ୍ତ ରୁହନ୍ତୁ ନାହିଁ ।
ଉ, ଭାଦ୍ରପଦ- ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ ।
ରେବତୀ- କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୈାଣସି ମୂଲ୍ୟବାନ୍ ଉପହାର ପ୍ରାପ୍ତି ହେବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ ।

ପ୍ରତିକାର – କୈାଣସି ବ୍ରାହ୍ମଣର ସେବା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :