Daily Horoscope 19th July 2023: ଭଲ ଖବର ମିଳିବ, ଦୀର୍ଘ ଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1689736926-972766.jpg)
ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ, ବୁଧବାର। ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୨ୟା ନିଶାନ୍ତ ୦୪.୩୦ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
