• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2023: ଭଲ ଖବର ମିଳିବ, ଦୀର୍ଘ ଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ, ବୁଧବାର। ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୨ୟା ନିଶାନ୍ତ ୦୪.୩୦ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ

Gemini

ମିଥୁନ

Wednesday 19 Jul 2023

ମୃଗଶିରା- ପାଦରେ ଆଘାତ, ପାଦ ଯନ୍ତ୍ରଣା, ଆଖି ଯନ୍ତ୍ରଣା, ଏବଂ ଅତ୍ୟଧିକ ନିଦ ଆସିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ । ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ ।    
ଆଦ୍ରା- କାର୍ଯ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ  ହେବେ ।  ଗମନାଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ ।
ପୁନର୍ବସୁ- ପଢ଼ାପଢ଼ିରେ ଓ ପରୀକ୍ଷାରେ ସମଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଗୃହସୀମା ମହିଳା ମାନେ ନୂଆ କିଛି କରିବା ପାଇଁ ଚେଷ୍ଟା କେରିବେ 

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :