• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2023: ଭଲ ଖବର ମିଳିବ, ଦୀର୍ଘ ଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ, ବୁଧବାର। ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୨ୟା ନିଶାନ୍ତ ୦୪.୩୦ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ

Cancer

କର୍କଟ

Wednesday 19 Jul 2023

ପୁନର୍ବସୁ- ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଆମଦାନୀ ବଢ଼ାଇବାର ନୂଆ  ଯୋଜନା ମୁଣ୍ଡକୁ ଆସିପାରେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ
ପୁଷ୍ୟା- ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ ।
ଅଶ୍ଳେଷା  - କୋର୍ଟ, କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳାମାନେ ପୂଜା ପାଠରେ ମନୋନିବେଶ କରିବେ ।  ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ ।

ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :