• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2023: ଭଲ ଖବର ମିଳିବ, ଦୀର୍ଘ ଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ, ବୁଧବାର। ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୨ୟା ନିଶାନ୍ତ ୦୪.୩୦ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ

Leo

ସିଂହ

Wednesday 19 Jul 2023

ମଘା-  ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ ।
ପୂ- ଫାଲ୍‌ଗୁନୀ- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣିପାରନ୍ତି । ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । 
ଉ- ଫାଲ୍‌ଗୁନୀ- ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି 

ପ୍ରତିକାର – ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :