• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2023: ଭଲ ଖବର ମିଳିବ, ଦୀର୍ଘ ଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ, ବୁଧବାର। ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୨ୟା ନିଶାନ୍ତ ୦୪.୩୦ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ

Virgo

କନ୍ୟା

Wednesday 19 Jul 2023

ଉ- ଫାଲ୍‌ଗୁନୀ- ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର୍ଯାଦା ପ୍ରାପ୍ତ ହୋଇପାରେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ ।
ହସ୍ତା- ମହିଳାମାନେ କର୍ତ୍ତବ୍ୟ ନିଷ୍ଠା ପରାୟଣ ରହିବେ । ଛାତ୍ରଛାତ୍ରୀମାନେ ମାନସିକ ସ୍ତରରେ ଖୁସି ରହିବେ ।  ବହୁ ଦିନର ମନସ୍କାମନା ପୂରଣ ହେବ ।
ଚିତ୍ରା- ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

ପ୍ରତିକାର -   ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :