• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2023: ଭଲ ଖବର ମିଳିବ, ଦୀର୍ଘ ଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ, ବୁଧବାର। ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୨ୟା ନିଶାନ୍ତ ୦୪.୩୦ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ

Libra

ତୁଳା

Wednesday 19 Jul 2023

ଚିତ୍ରା- ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ ।  କୌଣସି କାମରେ ଯଥେଷ୍ଟ ଲାଭ ହେବ ।  ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।
ସ୍ୱାତୀ- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ବ୍ୟବସାୟରେ ସାମାନ୍ୟ କ୍ଷତି ହୋଇପାରେ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।
ବିଶାଖା- ନୂଆ ଘର ତିଆରି କରିବେ । ମହିଳାମାନେ ବାହାରକୁ ବୁଲିବା ପାଇଁ ଯିବେ । ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର୍ଯ୍ୟକ୍ଷେତ୍ରରେ ପରିବର୍ତ୍ତନ ହେବ।
ପ୍ରତିକାର – କମଳାଙ୍କର ମୂଳ  ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :