• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2023: ଭଲ ଖବର ମିଳିବ, ଦୀର୍ଘ ଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ, ବୁଧବାର। ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୨ୟା ନିଶାନ୍ତ ୦୪.୩୦ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ

Scorpio

ବିଛା

Wednesday 19 Jul 2023

ବିଶାଖା- ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ। ଚାକିରିରେ କ୍ରୋଧର ବଶବର୍ତୀ ହୁଅନ୍ତୁ ନାହିଁ ।
ଅନୁରାଧା- ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣ ବିଚଳିତ କରିପାରେ
ଜ୍ୟୋଷ୍ଠା- ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ ।  ମହିଳା ମାନେ ଉଚ୍ଚମନା ରହିବେ । ମନୋରଞନ କାର‌୍ୟ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।

ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :