• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2023: ଭଲ ଖବର ମିଳିବ, ଦୀର୍ଘ ଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ, ବୁଧବାର। ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୨ୟା ନିଶାନ୍ତ ୦୪.୩୦ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ

Sagittarius

ଧନୁ

Wednesday 19 Jul 2023

ମୂଳା- ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସା୍ୱସ୍ଥ୍ୟ  କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।
ପୂ, ଷାଢା- ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।
ଉ,  ଷାଢା- ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ  ଯୋଜନା କରିପାରନ୍ତି ।  ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :