• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ଶୀ ରାତ୍ରି ୦୭.୪୧ ଗତେ ୧୪ଶୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Taurus

ବୃଷ

Friday 19 Jul 2024

କୃତିକା- ପ୍ରେମୀ ଯୁଗଳ ଏକାନ୍ତରେ ସମୟ ବିତାଇବେ । ବ୍ୟବସାୟ ପଥ ସୁଗମ ହେବା ସହ, ସୁଖ, ସମୃଦ୍ଧି ବଢିବ । ସାଂସାରିକ ଜୀବନ ଆନନ୍ଦ ଉଲ୍ଲାସରେ କଟିବ ।

ରୋହିଣୀ- ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ । ମନକୁ ସ୍ଥିର ରଖି ସବୁ ସମସ୍ୟାର ସମାଧାନ କରି ପାରିବେ । ଛାତ୍ରଛାତ୍ରୀଙ୍କୁ ପାଠପଢାରେ ପ୍ରଶଂସା ମିଳିପାରେ ।

ମୃଗଶିରା- ମହିଳାମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ଘର ଜାଗା ଓ ସମ୍ପତି ସମ୍ବନ୍ଧୀୟ ମାମଲା କାହାର ମଧ୍ୟସ୍ଥତା ଦ୍ୱାରା ଦୂର ହେବ ।

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :