• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ଶୀ ରାତ୍ରି ୦୭.୪୧ ଗତେ ୧୪ଶୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Aquarius

କୁମ୍ଭ

Friday 19 Jul 2024

ଧନିଷ୍ଠା- କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ମନସ୍ଥାପରେ ସମୟ କଟାଇବେ ଓ ବିରକ୍ତି ଭାବ ପ୍ରକାଶ କରିବେ । ଆପଣଙ୍କର ବହୁତ କାମ ଅଧୁରା ରହିପାରେ ।

ଶତଭିଷା- ଆର୍ଥିକ କ୍ଷେତ୍ରରେ ପରିବର୍ତନ ଆସିବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ଉପରେ ନିର୍ଭର କରିପାରନ୍ତି । ସାମାଜିକ କଲ୍ୟାଣରେ ପୂର୍ଣ୍ଣ ସହଯୋଗ କରିବେ ।

ପୂ,ଭାଦ୍ରପଦ- କଳ କାରଖାନାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ଅଦାଲତରେ ଜୟଯୁକ୍ତ ହୋଇପାରନ୍ତି । ମହିଳାମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହୋଇପାରନ୍ତି ।

ପ୍ରତିକାର – ଗୋଟେ ନାସିଲଗା ପଇଡକୁ ଭାସିଯାଉଥିବା ଜଳରେ ଭସେଇଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :