• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ଶୀ ରାତ୍ରି ୦୭.୪୧ ଗତେ ୧୪ଶୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Pisces

ମୀନ

Friday 19 Jul 2024

ପୂ,ଭାଦ୍ରପଦ- ପାରିବାରିକ କ୍ଷେତ୍ରରେ ଆଶିଂକ ଉନ୍ନତି ଦେଖାଦେଇପାରେ । ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ନୂତନ ସ୍ଥାନ ପରିଭ୍ରମଣ କରି ପାରନ୍ତି । ଯାନ୍ତ୍ରିକ ଶିଳ୍ପରେ ଲାଭବାନ ହେତୁ ଖୁସି ରହିବେ

ଉ,ଭାଦ୍ରପଦ- ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ । ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ

ରେବତୀ- ଭୂ-ସମ୍ପତି କିଣିବାର ଯୋଗ ରହିଛି । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :