• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ଶୀ ରାତ୍ରି ୦୭.୪୧ ଗତେ ୧୪ଶୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Gemini

ମିଥୁନ

Friday 19 Jul 2024

ମୃଗଶିରା- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ବ୍ୟବସାୟ ବିଷୟରେ ଭଲ କଥା କହିବେ ।

ଆଦ୍ରା- ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ଅବିବାହିତ ମାନଙ୍କ ପାଇଁ ବିବାହ ପ୍ରସ୍ତାବ ସ୍ତିରିକୃତ ହେବ ।

ପୁନର୍ବସୁ- ନୂତନ ଜିନିଷ କ୍ରୟ କରିପାରନ୍ତି । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ

ପ୍ରତିକାର - ବୁଧଙ୍କର ମନ୍ତ୍ର ଜପ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :