• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ଶୀ ରାତ୍ରି ୦୭.୪୧ ଗତେ ୧୪ଶୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Cancer

କର୍କଟ

Friday 19 Jul 2024

ପୁନର୍ବସୁ- ପ୍ରେମିକ ପ୍ରେମିକାମାନେ ନିକଟତର ହେବେ । ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା କରିବାରେ ମନରେ ଦ୍ୱନ୍ଦ ଆସିବ । ସନ୍ତାନମାନଙ୍କ ଉନ୍ନତି ପାଇଁ ମନରେ ଖୁସି ଆସିବ ।

ପୁଷ୍ୟା- ବାରମ୍ବାର ଚେଷ୍ଟା କରି କର୍ମ କ୍ଷେତ୍ରରେ କିଛିଟା ସୁଫଳ ପାଇପାରନ୍ତି । ରାଜନୀତିରେ ବିରୋଧୀର ସମ୍ମୁଖୀନ ହେଲେ ମଧ୍ୟ ବିରୋଧୀ ପକ୍ଷ କିଛି କ୍ଷତି କରିପାରିବେ ନାହିଁ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ।

ଅଶ୍ଲେଷା- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଶତୃମାନେ ମଥାନତ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

ପ୍ରତିକାର – କୌଣସି ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :