• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ଶୀ ରାତ୍ରି ୦୭.୪୧ ଗତେ ୧୪ଶୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Leo

ସିଂହ

Friday 19 Jul 2024

ମଘା- ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ପ୍ରେମ ସମ୍ପର୍କକୁ ଦୃଢ କରିବେ ।

ପୂ,ଫାଲଗୁନି- ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଆଧ୍ୟାତ୍ମିକ ଆଲୋଚନାରେ ସମୟ ବିତାଇବେ । ନିଜର ଦୋଷ ତୃଟି ସ୍ୱୀକାର କରିବେ

ଉ,ଫାଲଗୁନି- ମାନ ମର୍ଯ୍ୟାଦାରେ ଅଭିବୃଦ୍ଧି ଘଟିବ । କୋର୍ଟ କଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଧର୍ମ ପୁସ୍ତକ ପଢିବାରେ ଆଗ୍ରହ ବଢିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ ।

ପ୍ରତିକାର – ବିଷ୍ଣୁଙ୍କର ଉପାସନା କରିବ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :