• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ଶୀ ରାତ୍ରି ୦୭.୪୧ ଗତେ ୧୪ଶୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Virgo

କନ୍ୟା

Friday 19 Jul 2024

ଉ,ଫଲଗୁନି- ପ୍ରେମିକ ପ୍ରେମିକାମାନେ ବିଶ୍ୱାସ ଭାଜନ ହେବେ । ଜଣେ ଅପରିଚିତ ବ୍ୟକ୍ତିଙ୍କର ସାହାଯ୍ୟ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାମଟିକୁ ସମ୍ପୂର୍ଣ୍ଣ କରିପାରନ୍ତି । ଶାରିରୀକ ପୀଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ ।

ହସ୍ତା- ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ବାସଗୃହ ବା ଯାନବାହନର ନବୀକରଣ କରିବାର ନାନାବିଧ ସୁଯୋଗ ପାଇବେ

ଚିତ୍ରା- ଜମିଜମା ଓ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ମାଲିମକଦ୍ଦମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ

ପ୍ରତିକାର -ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :