• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ଶୀ ରାତ୍ରି ୦୭.୪୧ ଗତେ ୧୪ଶୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Libra

ତୁଳା

Friday 19 Jul 2024

ଚିତ୍ରା- ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ । ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।

ସ୍ୱାତୀ- ବିଦ୍ୟାରେ ଶୁଭ ଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ହାସଲ କରିବେ । ପିଲାମାନଙ୍କ ସହିତ ଖୁସିଗପ କରିବାର ମଉକା ପାଇବେ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ ରହିବ ।

ବିଶାଖା- ଛାତ୍ରଛାତ୍ରୀମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରିପାରନ୍ତି ।

ପ୍ରତିକାର –ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :