• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ଶୀ ରାତ୍ରି ୦୭.୪୧ ଗତେ ୧୪ଶୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Scorpio

ବିଛା

Friday 19 Jul 2024

ବିଶାଖା- କାର୍ଯ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ଅଚାନକ କୌଣସି ପୁରୁଣା ବନ୍ଧୁ ଦେଖାହେବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ

ଅନୁରାଧା- ଅଫିସରେ ଉଚ୍ଚ କର୍ମଚାରୀଙ୍କ ଠାରୁ ଆପଣ କାମ ଶିଖିବେ । ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ । ବିରୋଧୀମାନେ କ୍ଷତି କରିପାରନ୍ତି ।

ଜ୍ୟେଷ୍ଠା- ରାଜନୀତିରେ ଲକ୍ଷ୍ୟପ୍ରାପ୍ତିର ଆଶା ନିରର୍ଥକ ହେବ ନାହିଁ । ମାଲିମକନ୍ଦମା କ୍ଷେତ୍ରରେ ଉତ୍ତମ ଫଳ ପାଇବେ । ରାସ୍ତା ଘାଟରେ ଯଥେଷ୍ଟ ସତର୍କ ସହିିତ ଯାତାୟତ କରିବା ଉଚିତ୍‌

ପ୍ରତିକାର – ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :