• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ଶୀ ରାତ୍ରି ୦୭.୪୧ ଗତେ ୧୪ଶୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Capricorn

ମକର

Friday 19 Jul 2024

ଉ,ଷାଢା- ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ । ଭାଇ, ଭାଇ ମଧ୍ୟରେ ସାମାନ୍ୟ ସମସ୍ୟା ଦେଖା ଦେଇପାରେ । ଜଗିରଖ ଚଳିଲେ ପାଖ ପଡୋଶୀଙ୍କ ଦ୍ୱାରା ପ୍ରଶଂସା ପାଇବେ ।

ଶ୍ରବଣା- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ । ମନୋରଞ୍ଜନ କାର୍ଯ୍ୟରେ ଅଶାନ୍ତି ଦେଖା ଦେଇପାରେ । ଯାନବାହନ ଓ ଗୃହଭୂମି ଲାଭ ହୋଇପାରେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ

ଧନିଷ୍ଠା- ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳାମାନେ ରକ୍ଷଣଶୀଳ ରହିବେ । ଆନନ୍ଦମୟ ମୂହୁର୍ତ ସାଙ୍ଗକୁ ଯଶମାନ ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକମାନଙ୍କୁ ଆଶାଜନକ ଫଳ ପ୍ରାପ୍ତି ହେବ ।

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :