• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର ,ତିଥି – ପ୍ରତିପଦ ଦିବା ୧୧.୨୫ ଗତେ ୨ୟା,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ଦିବା ୧୧.୨୫ ଗତେ ୧ପାଦ- ପଶୁସମ୍ପଦ ନାଶ -ଅନ୍ନଦାନ ରାତ୍ରି ୦୮.୧୦ ଗତେ ୨ ପାଦ

Taurus

ବୃଷ

Monday 19 Jun 2023

କୃତିକା - ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।

ରୋହିଣୀ – ପଢାପଢିରେ ଶୁଭଫଳ ମିଳିବ । କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ

ମୃଗଶିରା – ମହିଳା ମାନେ ଖାଦ୍ୟ ପ୍ରିୟ ରହିବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ମାଆ ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :