• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର ,ତିଥି – ପ୍ରତିପଦ ଦିବା ୧୧.୨୫ ଗତେ ୨ୟା,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ଦିବା ୧୧.୨୫ ଗତେ ୧ପାଦ- ପଶୁସମ୍ପଦ ନାଶ -ଅନ୍ନଦାନ ରାତ୍ରି ୦୮.୧୦ ଗତେ ୨ ପାଦ

Gemini

ମିଥୁନ

Monday 19 Jun 2023

ମୃଗଶିରା - କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । ସମ୍ପତି ବଢାଇବାର ଯୋଜନା ସଫଳ ହେବ

ଆଦ୍ରା – ଅଫିସ୍ରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ

ପୁନର୍ବସୁ - ସୁନା ଅଳଙ୍କାର କିଣିବା ଲାଗି ଭାବିବେ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :