• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର ,ତିଥି – ପ୍ରତିପଦ ଦିବା ୧୧.୨୫ ଗତେ ୨ୟା,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ଦିବା ୧୧.୨୫ ଗତେ ୧ପାଦ- ପଶୁସମ୍ପଦ ନାଶ -ଅନ୍ନଦାନ ରାତ୍ରି ୦୮.୧୦ ଗତେ ୨ ପାଦ

Cancer

କର୍କଟ

Monday 19 Jun 2023

ପୁନର୍ବସୁ – ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ପାରିବାରିକ ଜୀବନ ଶାନ୍ତିମୟ ହେବ

ପୁଷ୍ୟା – ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । ଡାକ୍ତରୀ ଛାତ୍ରୀ କିଛି ନୂଆ ଶିଖିବେ

ଅଶ୍ଳେଷା - ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :