• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର ,ତିଥି – ପ୍ରତିପଦ ଦିବା ୧୧.୨୫ ଗତେ ୨ୟା,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ଦିବା ୧୧.୨୫ ଗତେ ୧ପାଦ- ପଶୁସମ୍ପଦ ନାଶ -ଅନ୍ନଦାନ ରାତ୍ରି ୦୮.୧୦ ଗତେ ୨ ପାଦ

Scorpio

ବିଛା

Monday 19 Jun 2023

ବିଶାଖା – ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।

ଅନୁରାଧା – ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିରେ ପ୍ରସ୍ତାବ ମିଳିପାରେ । କୈାଣସି ଜରୁରୀ ଯୋଜନା ସଫଳ ହେବ ।

ଜ୍ୟେଷ୍ଠା – କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର‌୍ୟ୍ୟସୂଚୀରେ ପରିବର୍ତନ କରିବେ ।

ପ୍ରତିକାର – ମାଆ ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :