• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର ,ତିଥି – ପ୍ରତିପଦ ଦିବା ୧୧.୨୫ ଗତେ ୨ୟା,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ଦିବା ୧୧.୨୫ ଗତେ ୧ପାଦ- ପଶୁସମ୍ପଦ ନାଶ -ଅନ୍ନଦାନ ରାତ୍ରି ୦୮.୧୦ ଗତେ ୨ ପାଦ

Sagittarius

ଧନୁ

Monday 19 Jun 2023

ମୂଳା – ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ

ପୂ , ଷାଢା – ବିଦ୍ୟାର୍ଥୀ ମାନଙ୍କ ପାଇଁ ଶୁଭ ଦାୟକ ରହିବ । ରାଜନିତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ 

ଉ , ଷାଢା – ମହିଳା ମାନଙ୍କୁ ସମ୍ମାନ ଦେବେ । ଶତୃ କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।

ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :