• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର- ତୁଳା ଦିବା ୧୧.୦୪ ଗତେ ବିଛା ,ତିଥି- ୧୨ଶୀ ପ୍ରାତଃ ୦୭.୨୮ ଗତେ ୧୩ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ପ୍ରାତଃ ୦୭.୨୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ସନ୍ଧ୍ୟା ୦୫.୨୩ ପର୍ଯ୍ୟନ୍ତ

Taurus

ବୃଷ

Wednesday 19 Jun 2024

କୃତିକା- ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି । ପେସାଦାର ବ୍ୟବସାୟଙ୍କୁ ଅଚାନକ ଧନଲାଭ ହୋଇପାରେ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ

ରୋହିଣୀ- ଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ବାକି ପଡିଥିବା ଅର୍ଥକୁ କୈାଶଳରେ ଆଦାୟ କରିବାକୁ ସମର୍ଥ ହେବେ । ଈଶ୍ୱରଙ୍କ ସାଧନାରେ ଲିପ୍ତ ରହିବେ ।

ମୃଗଶିରା- ବିରୋଧୀ ମାନଙ୍କ ପ୍ରତି ସାବଧାନ ରୁହନ୍ତୁ । ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ ।

ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :