• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର- ତୁଳା ଦିବା ୧୧.୦୪ ଗତେ ବିଛା ,ତିଥି- ୧୨ଶୀ ପ୍ରାତଃ ୦୭.୨୮ ଗତେ ୧୩ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ପ୍ରାତଃ ୦୭.୨୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ସନ୍ଧ୍ୟା ୦୫.୨୩ ପର୍ଯ୍ୟନ୍ତ

Aquarius

କୁମ୍ଭ

Wednesday 19 Jun 2024

ଧନିଷ୍ଠା- ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ ।

ଶତଭିଷା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ

ପୂ,ଭାଦ୍ରପଦ- ଜମି ବିବାଦୀୟ ପରିସି୍ଥତି ଭିନ୍ନରୂପ ନେଇପାରେ । ମହିଳା ମାନଙ୍କର ମାନସିକ ସ୍ଥିତି ଭଲ ରହିବ ନାହିଁ । ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ ।

ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :