• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର- ତୁଳା ଦିବା ୧୧.୦୪ ଗତେ ବିଛା ,ତିଥି- ୧୨ଶୀ ପ୍ରାତଃ ୦୭.୨୮ ଗତେ ୧୩ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ପ୍ରାତଃ ୦୭.୨୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ସନ୍ଧ୍ୟା ୦୫.୨୩ ପର୍ଯ୍ୟନ୍ତ

Pisces

ମୀନ

Wednesday 19 Jun 2024

ପୂ,ଭାଦ୍ରପଦ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । କୈାଣସି ମାଙ୍ଗଳିକ କାର‌୍ୟ୍ୟରେ ଯୋଗ ଦେଇ ଆନନ୍ଦ ପାଇବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ ।

ଉ,ଭାଦ୍ରପଦ- ଅଫିସ୍ କାମରେ ବ୍ୟସ୍ତ ରହିବେ । ରାଜନିତିରେ କିଛି ବିଶେଃଷ କଥା ଆଲୋଚନା କରିବେ ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୈାଣସି କାମରେ ଯଥେଷ୍ଟ ଲାଭ ହେବ ।

ରେବତୀ- ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର‌୍ୟ୍ୟ କ୍ଷେତ୍ରରେ ପରିବର୍ତନ ହେବ । ସାମ୍ବାଦିକମାନେ କୈାଣସି ଶୁଭ ସମାଚାର ଶୁଣିବାକୁ ପାଇବେ ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :