• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର- ତୁଳା ଦିବା ୧୧.୦୪ ଗତେ ବିଛା ,ତିଥି- ୧୨ଶୀ ପ୍ରାତଃ ୦୭.୨୮ ଗତେ ୧୩ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ପ୍ରାତଃ ୦୭.୨୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ସନ୍ଧ୍ୟା ୦୫.୨୩ ପର୍ଯ୍ୟନ୍ତ

Gemini

ମିଥୁନ

Wednesday 19 Jun 2024

ମୃଗଶିରା- ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଘର ଲୋକଙ୍କ ସାହାର‌୍ୟ୍ୟରେ ଅଧୁରା କାମ ପୂରା କରିବେ । ଆପଣଙ୍କୁ ରଚନାତ୍ମକ କାମରୁ ପ୍ରଶଂସା ମିଳିବ ।

ଆଦ୍ରା- ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ମାଙ୍ଗଳିକ କାର‌୍ୟ୍ୟରେ ଯୋଗଦେବେ । ଛାତ୍ରଛାତ୍ରି କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ ।

ପୁନର୍ବସୁ- ରାଜନିତିରେ ନିଜକୁ ଦୃଢ ରôଖବେ । ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :