• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର- ତୁଳା ଦିବା ୧୧.୦୪ ଗତେ ବିଛା ,ତିଥି- ୧୨ଶୀ ପ୍ରାତଃ ୦୭.୨୮ ଗତେ ୧୩ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ପ୍ରାତଃ ୦୭.୨୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ସନ୍ଧ୍ୟା ୦୫.୨୩ ପର୍ଯ୍ୟନ୍ତ

Cancer

କର୍କଟ

Wednesday 19 Jun 2024

ପୁନର୍ବସୁ- ଘରେ କୈାଣସି ଧାର୍ମିକ କାର‌୍ୟ୍ୟର ରୂପରେଖ ତିଆରି କରି ପାରନ୍ତି । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ। କୈାଣସି ଅସୁବିଧା ନଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଗୁଡାଏ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ ।

ପୁଷ୍ୟା- କର୍ମ କ୍ଷେତ୍ରରେ ଶତୃତା ବୃଦ୍ଧି ହୋଇପାରେ । ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତାଇବେ । ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ମାଙ୍ଗଳିକ କାର‌୍ୟ୍ୟରେ ଯୋଗ ଦେଇ ଅଶେଷ ସୁଖ ଲାଭ କରିବେ

ଅଶ୍ଲେଷା- ଜମିଜମା କାରବାରରେ ଠକାମୀରେ ପଡିବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ବିଶ୍ୱାସୀ ଲୋକ ମାନେ ଧୋକା ଦେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :