• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର- ତୁଳା ଦିବା ୧୧.୦୪ ଗତେ ବିଛା ,ତିଥି- ୧୨ଶୀ ପ୍ରାତଃ ୦୭.୨୮ ଗତେ ୧୩ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ପ୍ରାତଃ ୦୭.୨୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ସନ୍ଧ୍ୟା ୦୫.୨୩ ପର୍ଯ୍ୟନ୍ତ

Leo

ସିଂହ

Wednesday 19 Jun 2024

ମଘା- ସ୍ୱାସ୍ଥ୍ୟ ସମସ୍ୟାକୁ ଅବହେଳା କରିବା ପାଇଁ ବାଧ୍ୟ ହୋଇପଡିବେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।

ପୂ,ଫାଲଗୁନି- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।

ଉ,ଫାଲଗୁନି- ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ ।

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :