• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର- ତୁଳା ଦିବା ୧୧.୦୪ ଗତେ ବିଛା ,ତିଥି- ୧୨ଶୀ ପ୍ରାତଃ ୦୭.୨୮ ଗତେ ୧୩ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ପ୍ରାତଃ ୦୭.୨୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ସନ୍ଧ୍ୟା ୦୫.୨୩ ପର୍ଯ୍ୟନ୍ତ

Virgo

କନ୍ୟା

Wednesday 19 Jun 2024

ଉ,ଫଳଗୁନି- ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର‌୍ୟ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ । ବ୍ୟକ୍ତିଙ୍କ ମନଭାବକୁ ଶିଘ୍ର ବୁଝିନେବେ

ହସ୍ତା- ରାଜନିତିରେ ରହି ଲୋକଙ୍କୁ ସହଯୋଗର ମନବୃତି ପୋଷଣ କରିବେ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । କର୍ମ କ୍ଷେତ୍ରରେ ସବୁ କାର‌୍ୟ୍ୟ ସୁରୁଖୁରୁରେ ହେଇଯିବ ।

ଚିତ୍ରା- ନିଜ ପରିସରରେ ସବୁ କିଛିକୁ ହାଲୁକା ଭାବେ ଗ୍ରହଣ କରିଲେ ଅସୁବିଧାରେ ପଡିପାରନ୍ତି । ଆବଶ୍ୟକତା ପୂରଣ କରିବା ସକାଶେ ଟଙ୍କା,ପଇସା ଧାର କରିପାରନ୍ତି

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :