• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର- ତୁଳା ଦିବା ୧୧.୦୪ ଗତେ ବିଛା ,ତିଥି- ୧୨ଶୀ ପ୍ରାତଃ ୦୭.୨୮ ଗତେ ୧୩ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ପ୍ରାତଃ ୦୭.୨୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ସନ୍ଧ୍ୟା ୦୫.୨୩ ପର୍ଯ୍ୟନ୍ତ

Libra

ତୁଳା

Wednesday 19 Jun 2024

ଚିତ୍ରା- ପାରିବାରିକ ବାତାବରଣ ଶାନ୍ତିଦାୟକ ରହିବ , ପିତା.ମାତାଙ୍କ ଆର୍ଶିବାଦ ସହ ଆପଣ ସବୁ କାର‌୍ୟ୍ୟ ସମ୍ପନ୍ନ କରିବେ। ଅଫିସ୍ରେ କାମ କରୁଥିବା ଲୋକଙ୍କୁ ପଦୋନ୍ନତି ମିଳିପାରେ

ସ୍ୱାତୀ- ପ୍ରଶାସନ ସହ ଜଡିତ ଲୋକମାନଙ୍କ ଉପରେ କମ୍ ଚାପ ରହିବ । ବ୍ୟବସାୟୀ ମାନେ ବିଶେଷ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ ।

ବିଶାଖା- କୈାଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ମହିଳା ମାନେ ଅଧିକ କାର୍ଯ୍ୟକରି ପ୍ରଂଶସିତ ହେବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।

ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :