• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର- ତୁଳା ଦିବା ୧୧.୦୪ ଗତେ ବିଛା ,ତିଥି- ୧୨ଶୀ ପ୍ରାତଃ ୦୭.୨୮ ଗତେ ୧୩ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ପ୍ରାତଃ ୦୭.୨୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ସନ୍ଧ୍ୟା ୦୫.୨୩ ପର୍ଯ୍ୟନ୍ତ

Scorpio

ବିଛା

Wednesday 19 Jun 2024

ବିଶାଖା- ପାରିବାରିକ ଜୀବନ ସୁଖମୟ ରହିବ । ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ଅଫିସ୍ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଆମଦାନି ବୃଦ୍ଧି ହେବାର ସମ୍ଭାବନା ରହିଛି ।

ଅନୁରାଧା- ରାଜନୀତିରେ ଚାପରେ ଗତିକରିବେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । ଅଫିସରେ ଲାଗିରହିଥିବା ଅଶାନ୍ତିର ସମାପ୍ତି ହେବ ।

ଜ୍ୟେଷ୍ଠା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ଛାତ୍ରଛାତ୍ରୀ ମାନେ ଖେଳକୁଦ ରେ ରୁଚି ବଢାଇବେ ।

ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :