• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର- ତୁଳା ଦିବା ୧୧.୦୪ ଗତେ ବିଛା ,ତିଥି- ୧୨ଶୀ ପ୍ରାତଃ ୦୭.୨୮ ଗତେ ୧୩ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ପ୍ରାତଃ ୦୭.୨୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ସନ୍ଧ୍ୟା ୦୫.୨୩ ପର୍ଯ୍ୟନ୍ତ

Sagittarius

ଧନୁ

Wednesday 19 Jun 2024

ମୂଳା- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ ।

ପୂ,ଷାଢା- ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ ।

ଉ,ଷାଢା- ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବ । ଛାତ୍ରଛାତ୍ରୀ ମାନେ ପଢାରେ କୃତକାର୍ଯ୍ୟ କରିବେ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।

ପ୍ରତିକାର – ହଳଦୀ ରଙ୍ଗର ପୋଷାକ ପିନ୍ଧନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :