• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର- ତୁଳା ଦିବା ୧୧.୦୪ ଗତେ ବିଛା ,ତିଥି- ୧୨ଶୀ ପ୍ରାତଃ ୦୭.୨୮ ଗତେ ୧୩ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ପ୍ରାତଃ ୦୭.୨୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ସନ୍ଧ୍ୟା ୦୫.୨୩ ପର୍ଯ୍ୟନ୍ତ

Capricorn

ମକର

Wednesday 19 Jun 2024

ଉ,ଷାଢା- ବ୍ୟବସାୟ କ୍ଷେତ୍ରରେ ପରିବର୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ ।

ଶ୍ରବଣା- ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପରିସି୍ଥତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ପ୍ରସାଶନିକ ସ୍ତରରେ ଅଭିଯୋଗ ଆସିପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ

ଧନିଷ୍ଠା- କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ଉଚ୍ଚ ଶିକ୍ଷା ଗ୍ରହଣ କରିବେ । ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :