Daily Horoscope 19th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର- ତୁଳା ଦିବା ୧୧.୦୪ ଗତେ ବିଛା ,ତିଥି- ୧୨ଶୀ ପ୍ରାତଃ ୦୭.୨୮ ଗତେ ୧୩ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ପ୍ରାତଃ ୦୭.୨୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ସନ୍ଧ୍ୟା ୦୫.୨୩ ପର୍ଯ୍ୟନ୍ତ

Aries

ମେଷ

Wednesday 19 Jun 2024

ଅଶ୍ୱନୀ- ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ ।

ଦ୍ୱିଜା- ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ ଠିକ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ ।

କୃତିକା- ଦୀର୍ଘଦିନର ଆଶା ପୂରଣ ହୋଇପାରେ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ

ପ୍ରତିକାର - ସୂର‌୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :