• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th March 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ନୂଆ ଘର କିଣିବାରେ ଦିନଟି ଶୁଭ ରହିବ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର – ମକର ଦିବା ୧୧.୧୬ ଗତେ କୁମ୍ଭ,ତିଥି – ୧୨ଶୀ ଦିବା ୦୮.୦୭ ଗତେ ୧୩ଶୀ,ଘାତ ଚନ୍ଦ୍ର – ସିଂହ ଦିବା ୧୧.୧୬ ଗତେ ମିଥୁନ , ମୀନ,ଘାତ ବାର- ମେଷ । ପୁଷ୍କର ଦୋଷ – ୨ ପାଦ - କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୮.୦୭ ଗତେ ୧ ପାଦ ।

Taurus

ବୃଷ

Sunday 19 Mar 2023

କୃତିକା- କାର‌୍ୟ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ

ରୋହିଣୀ- ଅଫିସ୍ରେ ଆପଣଙ୍କ ପରାମର୍ଶକୁ ସମ୍ମାନ କରିବେ । କୈାଣସି କାମକୁ ମୂଳରୁ ଆରମ୍ଭ କରିବେ । ଜମିଜମା କାରବାରରେ ଠକାମୀରେ ପଡିବେ । ପ୍ରଶାସନିକ ସ୍ତରରେ ଅଭିଯୋଗ ଆସିପାରେ

ମୃଗଶିରା- ନୂଆ ବ୍ୟବସାୟ ପାଇଁ ଶୁଭ ଦିନ ରହିବ । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ । ପରିସି୍ଥତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ଅଯଥା କଥା ଠାରୁ ନିଜକୁ ଦୂରରେ ରଖନ୍ତୁ । ଜମି ସମସ୍ୟା ସମାଧାନ ହେବ

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :