• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th March 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ନୂଆ ଘର କିଣିବାରେ ଦିନଟି ଶୁଭ ରହିବ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର – ମକର ଦିବା ୧୧.୧୬ ଗତେ କୁମ୍ଭ,ତିଥି – ୧୨ଶୀ ଦିବା ୦୮.୦୭ ଗତେ ୧୩ଶୀ,ଘାତ ଚନ୍ଦ୍ର – ସିଂହ ଦିବା ୧୧.୧୬ ଗତେ ମିଥୁନ , ମୀନ,ଘାତ ବାର- ମେଷ । ପୁଷ୍କର ଦୋଷ – ୨ ପାଦ - କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୮.୦୭ ଗତେ ୧ ପାଦ ।

Aquarius

କୁମ୍ଭ

Sunday 19 Mar 2023

ଧନିଷ୍ଠା- ମନ ଅଶାନ୍ତରୁ ମୁକ୍ତ ରହିବ । ମହତ୍ୱପୂର୍ଣ୍ଣ କଥା ଆଲୋଚନା କରିବେ । ଶତୃ ଯେତେ ସମସ୍ୟା ସୃଷ୍ଟି କରିବେ, ଆପଣଙ୍କର ସେତେ ଲାଭ ହେବ । ପରିବାର ଲୋକଙ୍କ ସହିତ ସାମାନ୍ୟ ବାଦ ବିବାଦ ହୋଇପାରେ

ଶତଭିଷା- ଇଚ୍ଛା ପୂରଣ କରିବା ପ୍ରୟାସରେ ସଫଳ ହେବେ । ଛାତ୍ରିଙ୍କୁ ସହପାଠୀଙ୍କ ସହଯୋଗ ମିଳିବ । ମହିଳା ବ୍ୟବସାୟୀ ଲାଗି ଦିନଟି ଶୁଭ ରହିବ । ଆର୍ଥିକ ସି୍ଥତି ସୁଦୃଢ ହେବା ଯୋଗୁ ପରିବାରରେ ଶାନ୍ତି ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ

ପୂ, ଭାଦ୍ରପଦ- ଆପଣଙ୍କ ପରାକ୍ରମ ବଢିବ । ଅପ୍ରତ୍ୟାଶିତ ଧନ ପ୍ରାପ୍ତି ହୋଇପାରେ । ଗୃହିଣୀଙ୍କ ଠାରୁ ସହଯୋଗ ମିଳିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :