• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th March 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ନୂଆ ଘର କିଣିବାରେ ଦିନଟି ଶୁଭ ରହିବ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର – ମକର ଦିବା ୧୧.୧୬ ଗତେ କୁମ୍ଭ,ତିଥି – ୧୨ଶୀ ଦିବା ୦୮.୦୭ ଗତେ ୧୩ଶୀ,ଘାତ ଚନ୍ଦ୍ର – ସିଂହ ଦିବା ୧୧.୧୬ ଗତେ ମିଥୁନ , ମୀନ,ଘାତ ବାର- ମେଷ । ପୁଷ୍କର ଦୋଷ – ୨ ପାଦ - କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୮.୦୭ ଗତେ ୧ ପାଦ ।

Pisces

ମୀନ

Sunday 19 Mar 2023

ପୂ, ଭାଦ୍ରପଦ- ନିଜର ଜୀବନ ସାଥିଙ୍କୁ ସମୟ ଦେବେ । କାର‌୍ୟ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ । ଅଫିସ୍ରେ ଉଚ୍ଚ କର୍ମଚାରୀଙ୍କ ଠାରୁ ଆପଣ କାମ ଶିଖିବେ । ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ । ନିଜର ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ

ଉ, ଭାଦ୍ରପଦ- ଅଧିକାର ଜାହିର କରିବାରୁ ନିବୃତ ରୁହନ୍ତୁ । ପରିବାରରେ ଅଶାନ୍ତି ଦେଖାଦେଇ ପାରେ । ବିରୋଧୀ ମାନେ ନିଜର କ୍ଷତି କରିପାରନ୍ତି । ପ୍ରସାଧନ ଦୋକାନୀଙ୍କର ଉନ୍ନତି ହେବ

ରେବତୀ- ଆପଣଙ୍କ ଧ୍ୟାନ ଧର୍ମ କାର‌୍ୟ୍ୟରେ ଲାଗି ରହିବ । ସନ୍ତାନଙ୍କ ଠାରୁ ଖୁସି ଖବର ପାଇବେ । ଲାଗିରହିଥିବା ମତାନ୍ତର ଦୂର ହୋଇଯିବ । ପାରୁଣା ବିଚାର ଛାଡି ନୂଆ ବିଚାର ଗ୍ରହଣ କରିବେ

ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :