• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th March 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ନୂଆ ଘର କିଣିବାରେ ଦିନଟି ଶୁଭ ରହିବ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର – ମକର ଦିବା ୧୧.୧୬ ଗତେ କୁମ୍ଭ,ତିଥି – ୧୨ଶୀ ଦିବା ୦୮.୦୭ ଗତେ ୧୩ଶୀ,ଘାତ ଚନ୍ଦ୍ର – ସିଂହ ଦିବା ୧୧.୧୬ ଗତେ ମିଥୁନ , ମୀନ,ଘାତ ବାର- ମେଷ । ପୁଷ୍କର ଦୋଷ – ୨ ପାଦ - କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୮.୦୭ ଗତେ ୧ ପାଦ ।

Virgo

କନ୍ୟା

Sunday 19 Mar 2023

ଉ- ଫାଲ୍‌ଗୁନୀ- ବ୍ୟବସାୟ ଆରମ୍ଭ କରିବାରେ ଭଲ ସମୟ ଆସିପାରେ । ସର୍ବଦା କାର‌୍ୟ୍ୟଶୀଳ ବୋଲାଇବେ ଓ ଆର୍ଥିକ ଚିନ୍ତା ରହିବ ନାହିଁ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୂଭୂତି ଜାଗ୍ରତ ହେବ

ହସ୍ତା- ମନକୁ ସ୍ଥିର ରଖି ସବୁ ସମସ୍ୟାର ସମାଧାନ କରି ପାରିବେ । ସତର୍କ ରହି କାର‌୍ୟ୍ୟ କରିବେ ସୁଫଳ ମିଳିପାରେ । ଛାତ୍ରଛାତ୍ରୀଙ୍କୁ ପାଠ ପଢାରେ ପ୍ରଶଂସା ମିଳିପାରେ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର‌୍ୟ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି

ଚିତ୍ରା- ନିଜର ଆଦର୍ଶ ପ୍ରତିଷ୍ଠା କରିବାରେ ସକ୍ଷମ ହେବେ । କଳା, ବାଣିଜ୍ୟରେ ସନ୍ତୋଷ ଜନକ ଫଳ ପାଇ ପାରନ୍ତି । ବିରୋଧୀ ମାନେ କୈାଣସି କ୍ଷତି କରିପାରିବେ ନାହିଁ ତେଣୁ ସର୍ତକ ରହିବା ଆବଶ୍ୟକ

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :