• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th March 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ନୂଆ ଘର କିଣିବାରେ ଦିନଟି ଶୁଭ ରହିବ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର – ମକର ଦିବା ୧୧.୧୬ ଗତେ କୁମ୍ଭ,ତିଥି – ୧୨ଶୀ ଦିବା ୦୮.୦୭ ଗତେ ୧୩ଶୀ,ଘାତ ଚନ୍ଦ୍ର – ସିଂହ ଦିବା ୧୧.୧୬ ଗତେ ମିଥୁନ , ମୀନ,ଘାତ ବାର- ମେଷ । ପୁଷ୍କର ଦୋଷ – ୨ ପାଦ - କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୮.୦୭ ଗତେ ୧ ପାଦ ।

Libra

ତୁଳା

Sunday 19 Mar 2023

ଚିତ୍ରା- ବ୍ୟବସାୟୀରେ ବିରୋଧୀ ମାନଙ୍କ ପ୍ରତି ସାବଧାନ ରୁହନ୍ତୁ । କଂପାନିରେ ଚାକିରି କରୁଥିବା ଲୋକଙ୍କ ଲାଗି ଦିନ ଭଲ ରହିବ । ଘର କାମର ବୋଝ ଅଧିକ ରହିବ । ଅନ୍ୟମାନଙ୍କ ସହିତ କଥା ହେବା ସମୟରେ ଠିକ୍ ଭାଷା ପ୍ରୟୋଗ କରନ୍ତୁ

ସ୍ୱାତୀ– ବନ୍ଧୁ ମାଧ୍ୟମରେ ଅଶାନ୍ତିର ସମାଧାନର ବାଟ ବାହାରିବ । ସବୁ କାମ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ କରିବେ । ଜମିରେ ନିବେଶ ପାଇଁ ଭଲ ଦିନଟିଏ । ଚାକିରି କ୍ଷେତ୍ରରେ ନୂଆ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ

ବିଶାଖା- ବିବାହ କରିବା ଲାଗି ନିଷ୍ପତି ନେଇ ପାରନ୍ତି । ମନୋରଂଜନ କାର‌୍ୟ୍ୟରେ ଖର୍ଚ୍ଚ କରିବେ । ସାମାଜିକ କାର‌୍ୟ୍ୟରେ ନିଜକୁ ନିଯୋଜିତ କରିବେ । ଛାତ୍ରଛାତ୍ରୀ ପରିକ୍ଷାରେ ଭଲ କରିବେ । ଆପଣଙ୍କ ସମ୍ମୁଖକୁ ନୂଆ ଆହ୍ୱାନ ଆସିପାରେ

ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :