• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th March 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ନୂଆ ଘର କିଣିବାରେ ଦିନଟି ଶୁଭ ରହିବ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର – ମକର ଦିବା ୧୧.୧୬ ଗତେ କୁମ୍ଭ,ତିଥି – ୧୨ଶୀ ଦିବା ୦୮.୦୭ ଗତେ ୧୩ଶୀ,ଘାତ ଚନ୍ଦ୍ର – ସିଂହ ଦିବା ୧୧.୧୬ ଗତେ ମିଥୁନ , ମୀନ,ଘାତ ବାର- ମେଷ । ପୁଷ୍କର ଦୋଷ – ୨ ପାଦ - କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୮.୦୭ ଗତେ ୧ ପାଦ ।

Sagittarius

ଧନୁ

Sunday 19 Mar 2023

ମୂଳା- ଜରୁରୀ କାମରେ ଘର ଲୋକଙ୍କର ସାହାର‌୍ୟ୍ୟ ପାଇବେ । ବିବାହ ପାଇଁ ଲାଗିରହିଥିବା ତାରିଖ ଧାର‌୍ୟ୍ୟ ହୋଇପାରେ । ଭାବୁଥିବା କାମକୁ ମନପ୍ରାଣ ଦେଇ ପୂରା କରିବେ । ଅଭିଭାବକ ଠାରୁ ଝିଅ ମାନେ ଉପହାର ପାଇ ପାରନ୍ତି

ପୂ, ଷାଢା- ଅବିବାହିତ କନ୍ୟାଙ୍କ ଲାଗି ଲାଭ ଦିନଟିଏ । ଖେଳାଳିମାନେ ନିଜର ଗୈରବ ଫେରି ପାଇବେ । ଆପଣ ଯେଉଁ ନିଷ୍ପତି ନେବେ ତାହା ଆପଣଙ୍କୁ ଭବିଷ୍ୟତରେ ଲାଭ ଦେବ । ଜୀବସାଥି ସହ ସୁଖଦ ସମୟ କାଟିବେ ।

ଉ, ଷାଢା- ଗାଡିମଟର ସାବଧନତା ସହ ଚଲାନ୍ତୁ । ଅସି୍ଥରତା କାରଣରୁ କାର‌୍ୟ୍ୟରେ ତୃଟି କରିପାରନ୍ତି । ଲାଭର ଅବସର ହାତଛଡା କରନ୍ତୁ ନାହିଁ । ଭାଗ୍ୟୋନ୍ନତି ଏବଂ ଧର୍ମ କର୍ମରେ ରୁଚି ବଢିବ

ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :