• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀ ୧୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ଦିବା ୦୧.୩୭ ଗତେ କର୍କଟ ,ତିଥ- ୧୦ମୀ ରାତ୍ରି ୧୨.୨୨ ଗତେ ୧୧ଶୀ,ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୦୧.୩୭ ପର୍ଯ୍ୟନ୍ତ,ଘାତବାର- ମକର ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ତିଳକାଞ୍ଚନ ଦାନ ରାତ୍ରି ୦୮.୧୦ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Pisces

ମୀନ

Tuesday 19 Mar 2024

ପୂ, ଭାଦ୍ରପଦ- ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରେମିକା, ପ୍ରେମିକ ମାନଙ୍କର ଅନେକ ଦିନର ଅଭିଳାଷା ପୂର୍ଣ୍ଣ ହେବ । ଭାଇ- ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ ।

ଉ, ଭାଦ୍ରପଦ- ରାଜନିତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଖସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସା ପାଇବେ ।

ରେବତୀ- ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ । ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହୋଇଯିବ ।

ପ୍ରତିକାର – ହଳଦୀ ଖଣ୍ଡକୁ ଘୋରି ତିଲକ ଭାବରେ ମଥାରେ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :