• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀ ୧୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ଦିବା ୦୧.୩୭ ଗତେ କର୍କଟ ,ତିଥ- ୧୦ମୀ ରାତ୍ରି ୧୨.୨୨ ଗତେ ୧୧ଶୀ,ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୦୧.୩୭ ପର୍ଯ୍ୟନ୍ତ,ଘାତବାର- ମକର ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ତିଳକାଞ୍ଚନ ଦାନ ରାତ୍ରି ୦୮.୧୦ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Virgo

କନ୍ୟା

Tuesday 19 Mar 2024

ଉ- ଫାଲ୍‌ଗୁନୀ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

ହସ୍ତା- ପଡୋଶୀ ଏବଂ କୁଟୁମ୍ଭ ସହ ଲାଗିଥିବା କଳହର ସମାଧାନ ହୋଇଯିବ । ଯାନ ବାହନ କିଣି ଖୁସି ଅନୁଭବ କରିବେ । ଜାଗା ଜମି କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ ଦୂରେଇ ଯିବ ।

ଚିତ୍ରା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳା ମାନେ ପାରିବାରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ

ପ୍ରତିକାର – ଛୋଟ କଳସୀରେ ଜଳ ଓ ଫୁଲ ରଖି ଘରର ସାମ୍ନାରେ ରଖନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :