• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀ ୧୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ଦିବା ୦୧.୩୭ ଗତେ କର୍କଟ ,ତିଥ- ୧୦ମୀ ରାତ୍ରି ୧୨.୨୨ ଗତେ ୧୧ଶୀ,ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୦୧.୩୭ ପର୍ଯ୍ୟନ୍ତ,ଘାତବାର- ମକର ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ତିଳକାଞ୍ଚନ ଦାନ ରାତ୍ରି ୦୮.୧୦ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Scorpio

ବିଛା

Tuesday 19 Mar 2024

ବିଶାଖା- ବିଦ୍ୟାର୍ଥୀ ମାନେ ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ

ଅନୁରାଧା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । କୈାଣସି ନୂଆ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ ।

ଜ୍ୟୋଷ୍ଠା- ପୂର୍ବ ଶତ୍ରୁମାନେ ପରାସ୍ତ ହେବେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯି

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :