• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ପ୍ରେମିକା, ପ୍ରେମିକମାନଙ୍କ ପୂର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀମାନେ ପଢାରେ ଅନ୍ୟସମସ୍କ ରହିବେ । ସମ୍ପତ୍ତିବାଡିକୁ ନେଇ ଅନେକ ପରିସ୍ଥିତି ଦେଖାଦେଇପାରେ ।

Taurus

ବୃଷ

Wednesday 19 Mar 2025

ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ରାଜନୀତିରେ ସମର୍ଥନ ହ୍ରାସ ପାଇପାରିବେ ।  ଛାତ୍ରଛାତ୍ରୀ ପଢାରେ ଅବେହଳା କରି ଦୁଃଖ ପ୍ରକାଶ କରିବେ ।

ପ୍ରତିକାର – ପର୍ଶୁରାମଙ୍କ ପୂଜାର୍ଚ୍ଚନା କରନ୍ତୁ    
 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ପ୍ରେମିକା, ପ୍ରେମିକମାନଙ୍କ ପୂର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀମାନେ ପଢାରେ ଅନ୍ୟସମସ୍କ ରହିବେ ।  ସମ୍ପତ୍ତିବାଡିକୁ ନେଇ ଅନେକ ପରିସ୍ଥିତି ଦେଖାଦେଇପାରେ ।ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତା ରହିବ ।