ପ୍ରେମିକା, ପ୍ରେମିକମାନଙ୍କ ପୂର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀମାନେ ପଢାରେ ଅନ୍ୟସମସ୍କ ରହିବେ । ସମ୍ପତ୍ତିବାଡିକୁ ନେଇ ଅନେକ ପରିସ୍ଥିତି ଦେଖାଦେଇପାରେ ।
ପୂର୍ବରୁ କରିଥିବା କର୍ମପାଇଁ ଦଣ୍ଡ ଭୋଗିପାରନ୍ତି । ଗମନାଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଆର୍ଥିକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ଛାତ୍ରଛାତ୍ରୀ ଉଚ୍ଚଭିଳାଷୀ ହେବେ ।
ପ୍ରତିକାର –ଦକ୍ଷିଣକାଳୀଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ପ୍ରେମିକା, ପ୍ରେମିକମାନଙ୍କ ପୂର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀମାନେ ପଢାରେ ଅନ୍ୟସମସ୍କ ରହିବେ । ସମ୍ପତ୍ତିବାଡିକୁ ନେଇ ଅନେକ ପରିସ୍ଥିତି ଦେଖାଦେଇପାରେ ।ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତା ରହିବ ।