ପ୍ରେମିକା, ପ୍ରେମିକମାନଙ୍କ ପୂର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀମାନେ ପଢାରେ ଅନ୍ୟସମସ୍କ ରହିବେ । ସମ୍ପତ୍ତିବାଡିକୁ ନେଇ ଅନେକ ପରିସ୍ଥିତି ଦେଖାଦେଇପାରେ ।
ଶାରିରୀକ ସମସ୍ୟା ଦେଖାଦେବ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ । ପଡୋଶୀଙ୍କ ସହିତ ଶତ୍ରୁତା ଭାବ ସୃଷ୍ଟି ହୋଇପାରେ । ଅଦାଲତରୁ ଶୁଭଫଳ ପାଇବେ । ନୂତନ ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପନ୍ନ କରିବେ ।
ପ୍ରତିକାର – ଦତ୍ତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ପ୍ରେମିକା, ପ୍ରେମିକମାନଙ୍କ ପୂର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀମାନେ ପଢାରେ ଅନ୍ୟସମସ୍କ ରହିବେ । ସମ୍ପତ୍ତିବାଡିକୁ ନେଇ ଅନେକ ପରିସ୍ଥିତି ଦେଖାଦେଇପାରେ ।ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତା ରହିବ ।