ପ୍ରେମିକା, ପ୍ରେମିକମାନଙ୍କ ପୂର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀମାନେ ପଢାରେ ଅନ୍ୟସମସ୍କ ରହିବେ । ସମ୍ପତ୍ତିବାଡିକୁ ନେଇ ଅନେକ ପରିସ୍ଥିତି ଦେଖାଦେଇପାରେ ।
ପାରିବାରିକ ସହମତିରେ କାର୍ଯ୍ୟ ସିଦ୍ଧି ଘଟିପାରେ । ବନ୍ଧୁଙ୍କଠାରୁ ଆର୍ଥିକ ସହାୟତା ମିଳିପାରେ । ବେପାର ବୃତ୍ତିରେ ସଫଳତା ହାସଲ କରିବେ । ମହିଳାମାନେ ସୁଖସମୃଦ୍ଧି ପ୍ରାପ୍ତ କରିବେ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧
ପ୍ରେମିକା, ପ୍ରେମିକମାନଙ୍କ ପୂର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀମାନେ ପଢାରେ ଅନ୍ୟସମସ୍କ ରହିବେ । ସମ୍ପତ୍ତିବାଡିକୁ ନେଇ ଅନେକ ପରିସ୍ଥିତି ଦେଖାଦେଇପାରେ ।ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତା ରହିବ ।