• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ପ୍ରେମିକା, ପ୍ରେମିକମାନଙ୍କ ପୂର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀମାନେ ପଢାରେ ଅନ୍ୟସମସ୍କ ରହିବେ । ସମ୍ପତ୍ତିବାଡିକୁ ନେଇ ଅନେକ ପରିସ୍ଥିତି ଦେଖାଦେଇପାରେ ।

Virgo

କନ୍ୟା

Wednesday 19 Mar 2025

କୌଣସି କାର୍ଯ୍ୟର ସମାଧାନ ହୋଇଯିବ । ମାଙ୍ଗଳିକ  କାର୍ଯ୍ୟରେ ମନ ଯୋଗଦେବେ । ସୁସ୍ଥ ଅନୁଭବ କରିବେ । ପୈତୃକ ସମ୍ପତ୍ତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।    

ପ୍ରତିକାର -  ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ପ୍ରେମିକା, ପ୍ରେମିକମାନଙ୍କ ପୂର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀମାନେ ପଢାରେ ଅନ୍ୟସମସ୍କ ରହିବେ ।  ସମ୍ପତ୍ତିବାଡିକୁ ନେଇ ଅନେକ ପରିସ୍ଥିତି ଦେଖାଦେଇପାରେ ।ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତା ରହିବ ।